ଭିତରକନିକା ଏବଂ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ‘ଦାନା’:ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ୫ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ
ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ
Read More