ରାଜନୀତି

ଅମର-ଶ୍ରୀମୟୀଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି। ଶ୍ରୀମୟୀ ମିଶ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି, ସରୋଜ ସାମଲଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ଅନ୍ୟ କେତେ ଜଣକୁ ଦଳର ସମ୍ପାଦକ ନିଯୁକ୍ତ କରିଛନ୍ତି ନବୀନ ପଟ୍ଟନାୟକ।

Leave a Reply

Your email address will not be published. Required fields are marked *