ରାଜ୍ୟ

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର, କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ ଫାଟି ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ୪ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

Leave a Reply

Your email address will not be published. Required fields are marked *