ରାଜ୍ୟ

ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ: ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏହି ବୈଠକରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ଅଧ୍ୟକ୍ଷତା କରିବେ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବୈଠକରେ ଏଏସ୍ଆଇ ଅଧିକାରୀ ଯୋଗଦେବେ। କେବେଠୁ ଯାଞ୍ଚ ଓ ମରାମତି ହେବ, ସେ ନେଇ ଆଲୋଚନା କରାଯିବ। 

Leave a Reply

Your email address will not be published. Required fields are marked *