ଦେଶ- ବିଦେଶ

ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର ସନ୍ଧାନ ନିଶ୍ଚିତ ହୋଇଛି। ବୁଧବାର ଚନ୍ଦ୍ରାବାବୁ ନାଇଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କ ବିରୋଧରେ ଅଭିଯୋଗ କରି କହିଥିଲେ ଯେ, ପୂର୍ବ ସରକାର ସମୟରେ ତିରୁପତି ମନ୍ଦିରର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରିତ ହୋଇଥିଲା।

Leave a Reply

Your email address will not be published. Required fields are marked *