ଦେଶ- ବିଦେଶରାଜନୀତି

ହିଟଲର ଆଉ ଷ୍ଟାଲିନଙ୍କ ସହ ମୋଦିଙ୍କୁ ତୁଳନା କଲା କଂଗ୍ରେସ

ନୂଆଦିଲ୍ଲୀ, : କଂଗ୍ରେସ ନେତା ଜୟରାମ ରମେଶ ‘ନରେନ୍ଦ୍ର ମୋଦି ଷ୍ଟାଡିୟମ’ର ନାମକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ସେ ମୋଦିଙ୍କୁ ଟାର୍ଗେଟ କରି ତାଙ୍କ ସମୟର ଏକ ଛତ୍ରବାଦୀ ଶାସକଙ୍କର ଏକ ତାଲିକା ଟୁଇଟରରେ ଶେୟାର କରିଛନ୍ତି, ଯାହାର ଶେଷରେ ପ୍ରଧାନମନ୍ତ୍ରୀଙ୍କ ନାମ ବି ରହିଛି ।

Leave a Reply

Your email address will not be published. Required fields are marked *