ଦେଶ- ବିଦେଶ

ଫେଷ୍ଟିଭାଲ୍‌ରେ ଅଘଟଣ: ୧୧ ମୃତ

ଜେହରାନ୍‌, : ଇରାନ୍‌ରେ ପାରମ୍ପରିକ ଫାୟାର ଫେଷ୍ଟିଭାଲ ପାଳନ ସମୟରେ ଅଘଟଣ ଘଟି ୧୧ ଜଣଙ୍କ ମୃତ୍ୟୁ ଘଟିଛି। ୩,୫୦୦ ଆହତ ହୋଇଥିବା ଜରୁରୀ ସେବା ମୁଖ୍ୟ ଜାଫର ମିଆଦଫର ସୂଚନା ଦେଇଚନ୍ତି। ତେବେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଏହି ଫେଷ୍ଟିଭାଲ୍‌ ଚାଲିବ।

Leave a Reply

Your email address will not be published. Required fields are marked *