ରାଜ୍ୟ

ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ


ନିମାପଡ଼ା:ପୁରୀ ଜିଲ୍ଲା ନିମାପଡ଼ା ଟାଉନ ହଲ ଠାରେ ଆଜି ସମୃଦ୍ଧ, ସଶକ୍ତ ଓ ସ୍ଵାଭିମାନୀ ନବୀନ ଓଡ଼ିଶା ଗଠନ ଉପରେ ଏକ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ତଥା ନିମାପଡ଼ା ବିଧାୟକ ସମିର ରଞ୍ଜନ ଦାଶ ଙ୍କ ତତ୍ବାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ର ,ଛାତ୍ରୀ ଓ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *