ମୁଖ୍ୟ ଖବର

ନବୀନଙ୍କୁ ଭେଟିଲେ ମମତା ବାନାର୍ଜୀ

ଭୁବନେଶ୍ୱର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନନିବାସଠାରେ ସାକ୍ଷାତ କରିଛନ୍ତି | ଆଜି ଦୁଇଦିନିଆ ପୁରୀ ଗସ୍ତ ସମାପନ କରି ସେ ସଡକପଥରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି | ନବୀନ-ମମତା ସାକ୍ଷାତ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ |

Leave a Reply

Your email address will not be published. Required fields are marked *