ମୁଖ୍ୟ ଖବର

କାଲିଠାରୁ ଏପ୍ରିଲ୍‌ ୧୬ ଯାଏ ସ୍କୁଲ ଛୁଟି

ଭୁବନେଶ୍ୱର, : ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ଦିନ ବେଳା ବାହାରକୁ ବାହାରିବା କଷ୍ଟକର  ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି କାଲିଠାରୁ ଏପ୍ରିଲ୍‌ ୧୬ ଯାଏ ରାଜ୍ୟର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ  ନିଷ୍ପତ୍ତି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *