ମୁଖ୍ୟ ଖବର

ଡିଜି ପାହ୍ୟାକୁ ଗଲେ ୩ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ୱାଇବି ଖୁରାନିଆଙ୍କୁ ମଧ୍ୟ ଡିଜି ପାହ୍ୟାକୁ ପଦୋନ୍ନତି ହୋଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *