ଦେଶ- ବିଦେଶ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଭେଟିବା ପରେ ନବୀନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ଅଧିକ ହୋଇଗଲାଣି। ସେଥିପାଇଁ ପୁରୀ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ ନେଇ ଆଲୋଚନା ହୋଇଛି। ତେବେ ପ୍ରଧାନମନ୍ତ୍ରୀ ଏନେଇ ସହlଯୋଗ କରିବେ ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *