ମୁଖ୍ୟ ଖବର

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର, : ଏବର୍ଷ ବିଳମ୍ବରେ ଆସିବ ମୌସୁମୀ। ଜୁନ୍‌ ୪ତାରିଖରେ କେରଳ ଛୁଇଁବା ନେଇ ସମ୍ଭାବନା କରାଯାଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଓଡିଶାକୁ ବିଳମ୍ବରେ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *