ରାଜ୍ୟ

୧୪ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର,:ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ ।
ଏହାସହ କିଛି କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ । ଗୁରୁବାର ୧୪ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କାଳବୈଶାଖୀ ସତର୍କତା ଜାରି କରିଛି।
ସେହି ସବୁ ଜିଲା ଗୁଡ଼ିକ ହେଲା କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ ଓ ନୟାଗଡ । କାଳବୈଶାଖୀ ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିପାରେ

Leave a Reply

Your email address will not be published. Required fields are marked *