ମୁଖ୍ୟ ଖବର

ରବିବାର ବି ଖୋଲା ରହିବ ଆହାରକେନ୍ଦ୍ର

ଭୁବନେଶ୍ୱର, : ରାଜ୍ୟର ଡାକ୍ତରଖାନା ପରିସରରେ ଅଥବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ରବିବାରରେ ଖୋଲା ରହିବ । ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲାପାଳ ତଥା ଜିଲା ଆହାର ସମିତିର ସଭାପତିମାନଙ୍କୁ ଅବଗତ କରାଯାଇଛି ।

ଏ ନେଇ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ କୁହାଯାଇଛି ।

Leave a Reply

Your email address will not be published. Required fields are marked *