ଦେଶ- ବିଦେଶ

ଜଳିଗଲା ରଥ: ୬ ଶ୍ରଦ୍ଧାଳୁ ମୃତ

ଅଗରତାଲା, : ବୁଧବାର ସନ୍ଧ୍ୟାରେ ତ୍ରିପୁରାର ଉନାକୋଟି ଜିଲାରେ ଏକ ବଡ଼ ଅଘଟଣ ଘଟିଛି। ରଥଟଣା ଚାଲିଥିବା ବେଳେ ରଥଟି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସିଯିବାରୁ ରଥ ଜଳି ଯାଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ଅଗରତାଲା ସରକାରୀ ମେଡିକାଲ କଲେଜରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *