ଦେଶ- ବିଦେଶ

୧୩ରୁ ଫ୍ରାନ୍ସ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁଲାଇ ୧୩ରୁ ତିନି ଦିନିଆ ଗସ୍ତର ଅଂଶ ଭାବରେ ପ୍ରଥମେ ଫ୍ରାନ୍ସ ଏବଂ ପରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତ ପାଇଁ ଯିବେ। ଏହି ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଜୁଲାଇ ୧୩ ଏବଂ ୧୪ରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସରେ ରହିବେ। ବୈଦେଶିକ ସଚିବ ବିନୟ କ୍ୱାତ୍ରା ବୁଧବାର ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *