ଅପରାଧ

ଭିଜିଲାନ୍ସ ଜାଲରେ ଆଇଆଇସି

ବୌଦ୍ଧ : ବୌଦ୍ଧ ଜିଲା ହରଭଙ୍ଗା ଥାନା ଆଇଆଇସି ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଆଇଆଇସି ପୁଷ୍ପଲତା ରାଉତରାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ ଗିରଫ କରିଛି । ବେଆଇନ ବାଲି ବୋଝେଇ ଟ୍ରକ ଛାଡ଼ିବା ପାଇଁ ସେ ଲାଞ୍ଚ ନେଉଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *