ଦେଶ- ବିଦେଶ

ଘରୋଇ ଜେଲ୍‌କୁ ସ୍ଥାନାନ୍ତରିତ ହେଲେ ନିରବ ମୋଦି

ଇଂଲଣ୍ଡ,: ପଳାତକ ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଇଂଲଣ୍ଡର ଏକ ଘରୋଇ ଜେଲକୁ ସ୍ଥାନାନ୍ତର କରାଯାଇଛି। ବ୍ରିଟେନର ଏହା ସବୁଠାରୁ ବଡ ଏବଂ ଜନଗହଳିପୂର୍ଣ୍ଣ କାରାଗାର। ଏହାପୂର୍ବରୁ ତାଙ୍କୁ ଦକ୍ଷିଣ-ପଶ୍ଚିମ ଲଣ୍ଡନର ୱାଣ୍ଡସ୍ବର୍ଥ ଜେଲରେ ରଖାଯାଇଥିଲା। ଯେଉଁଠାରୁ ଆତଙ୍କବାଦୀ ଡାନିଏଲ ଖଲିଫଙ୍କୁ ରଖାଯାଇଛି।

ଠକେଇ ଏବଂ ଅର୍ଥ ହେରଫେର ମାମଲାରେ ନିରବ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୫୨ବର୍ଷିୟ ନିରବଙ୍କୁ ଲଣ୍ଡନ ହାଇକୋର୍ଟଙ୍କ ଦ୍ୱାରା ଲଗାଯାଇଥିବା ଜରିମାନା୧୫୦,୨୪୭,୦୦ପାଉଣ୍ଡର ଶୁଣାଣି ପାଇଁ ମାଜିଷ୍ଟ୍ରେଟଙ୍କ କୋର୍ଟରେ ହାଜର ହେବାକୁ ପଡିବ।

Leave a Reply

Your email address will not be published. Required fields are marked *