ରାଜ୍ୟ

ରକ୍ତଦାନ ଶିବିରରେ ୧୨୭ ୟୁନିଟ ରକ୍ତ ସଂଗ୍ରହ


ନିମାପଡ଼ା : ପୁରୀ ଜିଲ୍ଲା ନିମାପଡ଼ା ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।ଏହି ରକ୍ତଦାନ ଶିବିର କୁ ସ୍ଥାନୀୟ ବିଧାୟକ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।ଏଥିରେ ୧୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ଜୀବନବିନ୍ଦୁ ର ଜିଲ୍ଲା କୋର୍ଡିନେଟର ସୁବାଶିଷ ଖୁଣ୍ଟିଆ ,ନିମାପଡ଼ା କଲେଜ ପରିଚାଳନା କମିଟି ସଭାପତି ଜଗତ ପ୍ରସାଦ ସାବୁତ , ଅଧ୍ୟକ୍ଷା ପୁଷ୍ପିତା ରାଜଗୁରୁ ,ସୁବ୍ରତ ମହାନ୍ତି ,ମାନସ ରଞ୍ଜନ ସ୍ବାଇଁ ପ୍ରମୁଖ ପରିଚାଳନା କରିଥିଲେ ।

Leave a Reply

Your email address will not be published. Required fields are marked *