ରାଜ୍ୟ

ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର, କ୍ୟାବିନେଟ ବୈଠକ ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ପୂବ ସରକାରରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଥିଲା। 5T ନାଁରେ ଭଙ୍ଗା କାନ୍ଥରେ ରଙ୍ଗ ମାରୁଥିଲେ।ଭିତ୍ତିଭୂମି ବିକାଶ ହୋଇ ନ ଥିଲା, ଆମ ସରକାର ନୂଆ ଶିକ୍ଷାନୀତି ଲାଗୁ କରିଛନ୍ତି। ପ୍ରତି ପଞ୍ଚାୟତରେ ପ୍ରତିଷ୍ଠା ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ସ୍କୁଲ ପ୍ରତିଷ୍ଠା ହେବ। ପ୍ରଥମ ପର୍ଯ୍ୟାୟରେ ୩ ବର୍ଷ ପର୍ଯ୍ୟନ୍ତ ୨ ହଜାର ୨୦୦ଟି ସ୍କୁଲ ନିର୍ମାଣ ହେବ। ଏଥିପାଇଁ ୧୨୦୦ କୋଟି ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି।

Leave a Reply

Your email address will not be published. Required fields are marked *

error: Content is protected !!