ଅପରାଧ

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

Spread the love

ଭୁବନେଶ୍ୱର,: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ଦୁଇଟି ବାଇକ୍‌ ଉପରେ ଚଢ଼ିଯାଇଥିଲା। ଦୁର୍ଘଟଣା ଘଟାଇ ଟ୍ରକଟି ଫେରାର ହୋଇଯାଇଥିବା ଜଣାପଡିଛି।ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।

Leave a Reply

Your email address will not be published. Required fields are marked *

error: Content is protected !!